ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ଗାଡ଼ି ଚଲାଇବା ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।

brushaବୃଷ : ଅହଙ୍କାର ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିବାରରେ ମନ ମିଳାଇ ଚଳନ୍ତୁ ।

mithunaମିଥୁନ : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ମନକୁ ଆୟତ୍ତରେ ରଖନ୍ତୁ । ସନ୍ଦେହଭାବ ତ୍ୟାଗ କରନ୍ତୁ ।

karkataକର୍କଟ : ବିଦ୍ୟାର୍ଥୀ ସଫଳତା ପାଇବେ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

singhaସିଂହ : କର୍ମକ୍ଷେତ୍ରରେ ବ୍ୟତିବ୍ୟସ୍ତତା ଦେଖା ଦେଇପାରେ । ଗୁରୁଜନଙ୍କ ସହଯୋଗ ମିଳିବ । ଅହଙ୍କାର ତ୍ୟାଗ କରନ୍ତୁ ।

kanyaକନ୍ୟା : ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

tulaaତୁଳା : ପାରିବାରିକ ସହଯୋଗ ମିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

bichhaବିଛା : ମନକୁ ଆୟତ୍ତରେ ରଖନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କର୍ତ୍ତବ୍ୟ ପରାୟଣ ହୋଇ କାର‌୍ୟ୍ୟ କରନ୍ତୁ ।

dhanuଧନୁ : ପରିବାରରେ ମନ ମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ସଫଳତା ପାଇବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

makaraମକର : ବିଦେଶ ଯାତ୍ରା ସଫଳ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

kumbhaକୁମ୍ଭ : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ । ସନ୍ତାନକୁ ନେଇ ଆନ୍ଦିତ ହେବେ ।

minaମୀନ : ଆଜି ଖର୍ଚ୍ଚ ବଢ଼ିବ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ପାରିବାରିକ ସମସ୍ୟା ଦେଖା ଦେଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.