Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଗାଡ଼ି ଚଲାଇବା ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।

ବୃଷ : ଅହଙ୍କାର ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିବାରରେ ମନ ମିଳାଇ ଚଳନ୍ତୁ ।

ମିଥୁନ : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ମନକୁ ଆୟତ୍ତରେ ରଖନ୍ତୁ । ସନ୍ଦେହଭାବ ତ୍ୟାଗ କରନ୍ତୁ ।

କର୍କଟ : ବିଦ୍ୟାର୍ଥୀ ସଫଳତା ପାଇବେ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

ସିଂହ : କର୍ମକ୍ଷେତ୍ରରେ ବ୍ୟତିବ୍ୟସ୍ତତା ଦେଖା ଦେଇପାରେ । ଗୁରୁଜନଙ୍କ ସହଯୋଗ ମିଳିବ । ଅହଙ୍କାର ତ୍ୟାଗ କରନ୍ତୁ ।

କନ୍ୟା : ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

ତୁଳା : ପାରିବାରିକ ସହଯୋଗ ମିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ବିଛା : ମନକୁ ଆୟତ୍ତରେ ରଖନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କର୍ତ୍ତବ୍ୟ ପରାୟଣ ହୋଇ କାର‌୍ୟ୍ୟ କରନ୍ତୁ ।

ଧନୁ : ପରିବାରରେ ମନ ମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ସଫଳତା ପାଇବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ମକର : ବିଦେଶ ଯାତ୍ରା ସଫଳ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

କୁମ୍ଭ : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ । ସନ୍ତାନକୁ ନେଇ ଆନ୍ଦିତ ହେବେ ।

ମୀନ : ଆଜି ଖର୍ଚ୍ଚ ବଢ଼ିବ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ପାରିବାରିକ ସମସ୍ୟା ଦେଖା ଦେଇପାରେ ।

KNews Bureau

Recent Posts

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

8 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

16 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

21 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

24 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

38 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

52 mins ago