Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।

ବୃଷ : ଅହଙ୍କାର ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିବାରରେ ମନ ମିଳାଇ ଚଳନ୍ତୁ ।

ମିଥୁନ : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ମନକୁ ଆୟତ୍ତରେ ରଖନ୍ତୁ ।

କର୍କଟ : ବିଦ୍ୟାର୍ଥୀ ସଫଳତା ପାଇବେ । ସନ୍ଦେହ ଭାବ ତ୍ୟାଗ କରନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ ।

ସିଂହ : କର୍ମକ୍ଷେତ୍ରରେ ବ୍ୟତିବ୍ୟସ୍ତତା ଦେଖା ଦେଇପାରେ । ଗୁରୁଜନଙ୍କ ସହଯୋଗ ମିଳିବ । ଅହଙ୍କାର ତ୍ୟାଗ କରନ୍ତୁ ।

କନ୍ୟା : ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

ତୁଳା : ପାରିବାରିକ ସହଯୋଗ ମିଳିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ବିଛା : ମନକୁ ଆୟତ୍ତରେ ରଖନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କର୍ତ୍ତବ୍ୟ ପରାୟଣ ହୋଇ କାର‌୍ୟ୍ୟ କରନ୍ତୁ ।

ଧନୁ : ପରିବାରରେ ମନ ମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ସଫଳତା ପାଇବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ମକର : ବିଦେଶ ଯାତ୍ରା ସଫଳ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

କୁମ୍ଭ : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ । ସନ୍ତାନକୁ ନେଇ ଆନ୍ଦିତ ହେବେ ।

ମୀନ : ଆଜି ଖର୍ଚ୍ଚ ବଢ଼ିବ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ପାରିବାରିକ ସମସ୍ୟା ଦେଖା ଦେବ ।

KNews Bureau

Recent Posts

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

9 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

15 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…

16 mins ago

ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…

22 mins ago

ଗୃହମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିଲେ ଗୌତମ ଗମ୍ଭୀର, ଲୋକସଭା ନିର୍ବାଚନରେ ବିଜୟ ପାଇଁ ଜଣାଇଲେ ଶୁଭେଚ୍ଛା

ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (KKR)…

39 mins ago

କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…

44 mins ago