Categories: ରାଶିଫଳ

କେମିତି କଟିବ ଆଜିର ଦିନ

ମେଷ : ବାଣୀ ନିୟନ୍ତ୍ରଣରେ ରଖିବା ସହ ମନରୁ ସନ୍ଦେହ ଭାବ ଦୂର କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

ବୃଷ : ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । ସୁସ୍ୱାଦୁ ଭୋଜନ କରିବେ ।

ମିଥୁନ : ସୁସ୍ୱାଦୁ ଭୋଜନ କରିବେ । ମନକୁ ଆୟତ୍ତରେ ରଖନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ ।

କର୍କଟ : ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ଅର୍ଜନ କରିବେ । ଗୃହରେ ଅଶାନ୍ତି ଦେଖାଦେବ ।

ସିଂହ : କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚବୃଦ୍ଧି ହେବ ।

କନ୍ୟା : ଗାଡି ଚଳାଚଳରେ ସାବଧାନ ରହନ୍ତୁ । କୌଣସି ଧର୍ମକାର‌୍ୟ୍ୟରେ ଯୋଗ ଦେଇ ପାରନ୍ତି । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ ।

ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିବ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ଦେଖାଦେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମୀନ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

KNews Bureau

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

33 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

45 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

58 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago