ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।

ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।

କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।

ସି˚ହ : ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

ତୁଳା : ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।

ବିଛା : ଆପଣ ଏପରି ସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।

କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Pritiparna

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

9 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

22 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

31 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

34 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago