Categories: ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

 

ମିଥୁନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

 

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

 

ସି˚ହ : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

 

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

 

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

 

ବିଛା : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

 

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

 

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

 

ମୀନ :ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

Pritiparna

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

1 min ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

10 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

14 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

47 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

49 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago