ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

ବୃଷ: ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

ମିଥୁନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

କର୍କଟ: ବଡ଼ ନିଷ୍ପତ୍ତି ନେଇ ଜୀବନସାଥୀଙ୍କ ସମର୍ଥନ ପାଇବେ। ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

ସି˚ହ: ଦିନଟି ଆପଣଙ୍କ ପାଇଁ ଉତ୍ତମ। ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

କନ୍ୟା: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ତୁଳା: ଯୋଜନାରେ ଥିବା ସବୁ କାମ ସହଜରେ ପୂରା ହୋଇଯିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

ବିଛା: ଆପଣଙ୍କୁ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

ଧନୁ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ କାମ ପାଇଁ ଦୂର ସ୍ଥାନକୁ ଯିବେ। ଜୀବନସାଥୀ ଆପଣଙ୍କ ପ୍ରତି ଦୟାଶୀଳ ରହିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

ମକର: କୌଣସି କାମରେ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

ମୀନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

KNews Bureau

Recent Posts

ରାଜ୍ୟରେ ଦିନ ୩ଟା ସୁଦ୍ଧା ରାଜ୍ୟରେ ହାରାହାରି ୪୯.୭୭% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୩ଟା…

3 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା : ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି…

5 mins ago

ଇଂଲଣ୍ଡ ଟିମକୁ ଝଟକା, ୩୦୩ ମ୍ୟାଚରେ ବେଟିଂ ଅଭିଯୋଗରେ ବ୍ୟାନ୍‌ ହେଲେ ଷ୍ଟାର କ୍ରିକେଟର

ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଇଂଲଣ୍ଡ ଟିମକୁ ଶକ୍ତ ଝଟକା ଲାଗିଛି । ବେଟିଂ କରିବା ଅଭିଯୋଗର ଟିମର ଷ୍ଟାର…

21 mins ago

କନ୍ୟାକୁମାରୀରେ ଧ୍ୟାନରୁ ଉଠିଲେ ପ୍ରଧାନମନ୍ତ୍ରୀ ମୋଦି, ସକାଳେ ପ୍ରଦାନ କରିଥିଲେ ସୂର୍ଯ୍ୟ ଅର୍ଘ୍ୟ

ଧ୍ୟାନରୁ ଉଠିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନ୍ୟାକୁମାରୀର ବିବେକାନନ୍ଦ ପଥର ସ୍ମାରକୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାଧନାର ଆଜି ଥିଲା…

23 mins ago

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

52 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

1 hour ago