Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ । ମାତାଙ୍କ ସହଯୋଗ ପାଇବେ ।

ବୃଷ :ଶରୀର ଅସୁସ୍ଥ ରହିପାରେ । ବନ୍ଧୁ ମିଳନ ହେବ । ଭ୍ରମଣ ଯୋଗ ରହିଛି ।

 

ମିଥୁନ : ଧନଲାଭ ହେବ । କୁଟୁମ୍ବରେ ଖୁସି ଦେଖାଦେବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । 

 

କର୍କଟ : ମନକୁ ଆୟତ୍ତରେ ରଖନ୍ତୁ । କାହାକୁ ଅଯଥା ସନ୍ଦେହ କରନ୍ତୁ ନାହିଁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ ।

କନ୍ୟା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।  ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ପରାକ୍ରମ କ୍ଷେତ୍ରରେ ଅସଫଳ ହୋଇ ପାରନ୍ତି ।

ତୁଳା : କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ମାନ ସମ୍ମାନ ପ୍ରାପ୍ତି ହେବ ।

ବିଛା : ବିଦେଶ ଯାତ୍ରାରେ ସଫଳତା ପାଇବେ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ଧନୁ : ପରିବାରରେ ମନ ମିଳାଇ ଚଳନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

ମକର : ଅହଂଭାବ ଦୂର କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।

କୁମ୍ଭ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।

ମୀନ : ମନକୁ ଆୟତ୍ତରେ ରଖନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

Pritiparna

Recent Posts

ବାଇକରେ ଟଙ୍କା ଭତ୍ତି ବ୍ୟାଗ୍‌ ରଖି ଆଖୁ ରସ ପିଉଥିଲେ, କିନ୍ତୁ ପିଇସାରି ମୁହଁ ବୁଲାଇବାବେଳକୁ ଟଙ୍କା ଗାୟବ

ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…

13 mins ago

CBSE ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା : ରେଜିଷ୍ଟ୍ରେସନ ଆରମ୍ଭ, ଜୁଲାଇ ୧୫ରେ ପରୀକ୍ଷା, ଜାଣନ୍ତୁ କେମିତି କରିବେ ଆବେଦନ

ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

23 mins ago

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

31 mins ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

47 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

48 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

52 mins ago