ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା: ଖର୍ଚ୍ଚ ବଢ଼ିବ। କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

କୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

ମୀନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

KNews Bureau

Recent Posts

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

7 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

32 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

42 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago