Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।

ବୃଷ : ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ : ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।

କର୍କଟ :ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

ସି˚ହ : ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

କନ୍ୟା : ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

ତୁଳା : ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

ବିଛା : ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

ଧନୁ : ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର : ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।

କୁମ୍ଭ : ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ : ଆଧ୍ଯାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

Pritiparna

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

1 min ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

13 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

20 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

22 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

40 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago