Categories: ରାଶିଫଳ

କେମିତି କଟିବ ଆଜିର ଦିନ

ମେଷ : କର୍ମକ୍ଷେତ୍ରରେ ସଫଳତା ମିଳିବ । ଭ୍ରମଣ ଯୋଗ ରହିଛି । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ବୃଷ : ସନ୍ତାନକୁ ନେଇ ଚିନ୍ତିତ ରହିବେ । ଆୟ ମଧ୍ୟମ ରହିବ । ବିଦ୍ୟାର୍ଥୀ ସଚେତନ ରହନ୍ତୁ । ଅହଙ୍କାର ତ୍ୟାଗ କରନ୍ତୁ ।

ମିଥୁନ : ପରିବାରରେ ମନ ମିଳାଇ ଚଳନ୍ତୁ । ଗୁରୁଜନଙ୍କ ସହଯୋଗ ମିଳିବ । ମାନ ସମ୍ମାନ ପ୍ରାପ୍ତି ହେବ । ବନ୍ଧୁ ମିଳନ ଯୋଗ ରହିଛି।

କର୍କଟ : ଧନ ଲାଭ ହେବ । ବିଦେଶ ଯାତ୍ରା ସଫଳ ହେବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆଜି ଦିନଟି ଭଲରେ କଟିବ ।

ସିଂହ : ସ୍ଥିରମନରେ କାର‌୍ୟ୍ୟ କରନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ ।

କନ୍ୟା : ଅହଙ୍କାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ ।

ତୁଳା : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ବିଛା : ସନ୍ତାନକୁ ନେଇ ଆନନ୍ଦିତ ହେବେ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପାରିବାରିକ ସମସ୍ୟା ଦେଖା ଦେଇପାରେ ।

ଧନୁ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । ସନ୍ଦେହଭାବ ତ୍ୟାଗ କରନ୍ତୁ ।

ମକର : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

କୁମ୍ଭ : ପରିବାରରେ ଶାନ୍ତି ମିଳିବ । ଗାଡ଼ି ଚଲାଇବା ବେଳେ ସାବଧାନ ରହିବା ଆବଶ୍ୟକ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ମୀନ : ଅହଙ୍କାର ତ୍ୟାଗ କରନ୍ତୁ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖା ଦେଇପାରେ । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ ।

KNews Bureau

Recent Posts

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

8 mins ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

37 mins ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

60 mins ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

3 hours ago

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…

3 hours ago

ମୋ ପୁଅକୁ ଡାଇରିଆ ହେଇଥିଲା, ଡାକ୍ତରଖାନାରେ ଭଲ ହେବ କଣ ଓଲଟି ଚାଲିଗଲା

ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…

3 hours ago