ମେଷ : ପରିବାରରେ ମନମିଳାଇ ଚଳନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ବୃଷ : ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କର୍ମର୍କ୍ଷେତ୍ରରେ ସଜାଗ ରହନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।
ମିଥୁନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସ୍ଥିର ମନରେ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ବନ୍ଧୁମିଳନ ଯୋଗ ରହିଛି ।
କର୍କଟ : ପରିବାରରେ ଶାନ୍ତି ମିଳିବ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।
ସିଂହ : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଶତ୍ରୁ ବୃଦ୍ଧି ସହ ଚିନ୍ତା ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।
କନ୍ୟା : ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।
ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତା ବୃଦ୍ଧି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।
ବିଛା : ସରଳ ବିଶ୍ୱାସୀ ପ୍ରତାରିତ ହୋଇପାରନ୍ତି । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ ।
ଧନୁ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।
ମକର : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
କୁମ୍ଭ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।
ମୀନ : ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।