Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : ପରିବାରରେ ମନମିଳାଇ ଚଳନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ପରିବାରର ସହଯୋଗ ମିଳିବ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । କର୍ମର୍କ୍ଷେତ୍ରରେ ସଜାଗ ରହନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ମିଥୁନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସ୍ଥିର ମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ବନ୍ଧୁମିଳନ ଯୋଗ ରହିଛି ।

କର୍କଟ : ପରିବାରରେ ଶାନ୍ତି ମିଳିବ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।

ସିଂହ : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଶତ୍ରୁ ବୃଦ୍ଧି ସହ ଚିନ୍ତା ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ ।

କନ୍ୟା : ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।

ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତା ବୃଦ୍ଧି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ବିଛା : ସରଳ ବିଶ୍ୱାସୀ ପ୍ରତାରିତ ହୋଇପାରନ୍ତି । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ଧନୁ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ମକର : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କୁମ୍ଭ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ମୀନ : ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

8 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

21 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

30 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

33 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago