ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

mesha

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

brushaବୃଷ: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

mithunaମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

karkataକର୍କଟ: ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

singhaସିଂହ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

kanyaକନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

tulaaତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

bichhaବିଚ୍ଛା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି।

dhanuଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

makaraମକର: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

kumbhaକୁମ୍ଭ: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

minaମୀନ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.