Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ : ସୁସ୍ୱାଦୁ ଭୋଜନ କରିବେ । ପରିବାରରେ ଆନନ୍ଦ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

ବୃଷ : ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ମିଥୁନ : ଆର୍ଥିକ ସ୍ଥିତି ମଧ୍ୟମ ରହିବ । ବିଦ୍ୟାର୍ଥୀ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ପରିବାରର ସହଯୋଗ ମିଳିବ । ଭ୍ରମଣ ଯୋଗ ରହିଛି ।

କର୍କଟ : ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । ମାନସମ୍ମାନ ପ୍ରାପ୍ତି ହେବ । ଗୁରୁଜନଙ୍କ ସମ୍ମାନ କରିବା ସହ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ସିଂହ : ସୁସ୍ୱାଦୁ ଭୋଜନ ସହ ଧନ ଲାଭ ଯୋଗ ରହିଛି । ଧର୍ମକାର୍ଯ୍ୟରେ ଯୋଗ ଦେବେ । ପରିବାରରେ ମନମିଳାଇ ଚଳନ୍ତୁ ।

କନ୍ୟା : ଦୂରଯାତ୍ରା କରିପାରନ୍ତି । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ତୁଳା : ବିଦ୍ୟାର୍ଥୀ ସଚେତନ ରହନ୍ତୁ । ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ଆୟ ବୃଦ୍ଧି ହେବ ।

ବିଛା : ସୁସ୍ୱାଦୁ ଭୋଜନ ଲାଭ ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ପିତାଙ୍କ ସହଯୋଗ ମିଳିବ ।

ଧନୁ : ପରିବାରରେ ଅଶାନ୍ତି ଦେଖା ଦେବ । ମନକୁ ଆୟତ୍ତରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ମକର : ଧର୍ମକାର୍ଯ୍ୟରେ ବାଧା ଉପୁଜିବ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ ।

କୁମ୍ଭ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ମାନସିକ ଶାନ୍ତି ରଖନ୍ତୁ ।

ମୀନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଅହଂକାର ତ୍ୟାଗ କରନ୍ତୁ । ମାନସମ୍ମାନ ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତି ମିଳିବ ।

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

25 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

32 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

46 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

58 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago