Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ : ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଗୁରୁଜନଙ୍କ ସମ୍ମାନ କରନ୍ତୁ । ଧନ ପ୍ରାପ୍ତି ଯୋଗ ରହିଛି । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ମିଥୁନ : ଅହଂକାର ତ୍ୟାଗ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

କର୍କଟ : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ପିତାଙ୍କ ସହଯୋଗ ମିଳିବ । ଶରୀର ଅସୁସ୍ଥ ରହିବ ।

ସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଶରୀର ଅସୁସ୍ଥ ରହିପାରେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହନ୍ତୁ । ମାନସିକ ଶାନ୍ତି ରଖନ୍ତୁ ।

କନ୍ୟା : ଧନଲାଭ ଯୋଗ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

ତୁଳା : କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିଶ୍ରମ ଅନୁସାର ଫଳ କମ୍‌ ପାଇବେ । ସ୍ଥିରମନ ହୋଇ କାର‌୍ୟ୍ୟ କରନ୍ତୁ । ବିଦେଶ ଯାତ୍ରା ଯୋଗ ରହିଛି ।

ବିଛା : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ପିତାଙ୍କ ସହଯୋଗ ପାଇବେ । ସୁସ୍ୱାଦୁ ଭୋଜନ କରିବେ ।

ଧନୁ : ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହେବେ । ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ ।

ମକର : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଧର୍ମକାର‌୍ୟ୍ୟରେ ଯୋଗ ଦେବେ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

କୁମ୍ଭ : ସୁସ୍ୱାଦୁ ଭୋଜନ କରିବେ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ ।

ମୀନ : ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ମାନସିକ ଅଶାନ୍ତି ଦେଖା ଦେବ । ଶରୀର ଅସୁସ୍ଥ ରହିବ ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

15 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

22 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

38 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

44 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

57 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago