Below header

ଜାଣନ୍ତୁ କେମିତି କଟିବ ଆଜିର ଦିନ

mesha

ମେଷ : ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଶରୀର ଅସୁସ୍ଥ ରହିବ ।

brushaବୃଷ : ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । ମାନ ସମ୍ମାନ ପ୍ରାପ୍ତି ଅଛି । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ ।

mithunaମିଥୁନ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଶତ୍ରୁ ବୃଦ୍ଧି ହେବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

karkataକର୍କଟ : ସନ୍ତାନକୁ ନେଇ ଆନନ୍ଦିତ ହେବେ । ଆୟ ମଧ୍ୟମ ରହିବ । ଯୁକ୍ତତର୍କ ଠାରୁ ଦୂରେଇ ରହନ୍ତୁ ।

singhaସିଂହ : ପିତାଙ୍କ ଶରୀର ଅସୁସ୍ଥ ରହିପାରେ । କର୍ମକ୍ଷେତ୍ରରେ ବାଧା ଉପୁଜିବ । ପରିବାରରେ ମନ ମିଳାଇ ଚଳନ୍ତୁ ।

kanyaକନ୍ୟା : ପରିବାରର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

tulaaତୁଳା : ଅନାବଶ୍ୟକ କ୍ଷେତ୍ରରେ ଖର୍ଚ୍ଚ ବୃଦ୍ଧି ହେବ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

bichhaବିଛା : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

dhanuଧନୁ : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

makaraମକର : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

kumbhaକୁମ୍ଭ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

minaମୀନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ଦୂରଯାତ୍ରା କରନ୍ତୁ ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.