ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ: ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: ଆଜିର ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ଧନୁ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.