Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।

କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।

ସି˚ହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।

କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

ତୁଳା : ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।

ବିଛା : ଆପଣ ଏପରି ସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।

କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

KNews Bureau

Recent Posts

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

9 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

15 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

19 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

20 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago

ଇରଫାନ ପଠାନଙ୍କ ମେକଅପ୍‌ ଆର୍ଟିଷ୍ଟଙ୍କ ମୃତ୍ୟୁ, ସୁଇମିଂ ପୁଲରେ ଗାଧେଇବା ବେଳେ ଚାଲିଗଲା ଜୀବନ

ପୂର୍ବତନ ଭାରତୀୟ କ୍ରିକେଟର ତଥା କମେଣ୍ଟେଣ୍ଟର ଇରଫାନ ପଠାନଙ୍କ ମେକଅପ ଆର୍ଟିଷ୍ଟଙ୍କ ମୃତ୍ୟୁ । ସୁଇମିଂ ପୁଲରେ ବୁଡ଼ି ଯିବାରୁ…

1 hour ago