ଜାଣନ୍ତୁ ଆଜିର ଭାଗ୍ୟ

mesha

ମେଷ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

brushaବୃଷ : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ ।

mithunaମିଥୁନ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

karkataକର୍କଟ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

singhaସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ ।

kanyaକନ୍ୟା : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

tulaaତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

bichhaବିଛା : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

dhanuଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

makaraମକର : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

kumbhaକୁମ୍ଭ : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

minaମୀନ : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.