Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଧର୍ମକାର‌୍ୟ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

ବୃଷ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ମିଥୁନ : ପରିବାରରେ ଶାନ୍ତି ମିଳିବ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କର୍କଟ : ଗୁୁରୁଜନଙ୍କ ସମ୍ମାନ କରନ୍ତୁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ପରିବାରରେ ଶାନ୍ତି ମିଳିବ । ଦିନଟି ଭଲରେ କଟିବ ।

ସିଂହ : ସ୍ୱାସ୍ଥ୍ୟ ଉତ୍ତମ ରହିବ । କର୍ମକ୍ଷେତ୍ରରେ ସଜାଗ ରହିବା ସହ ଭାବିଚିନ୍ତି ଧନ ନିବେଶ କରନ୍ତୁ । ଦୂର ଯାତ୍ରା ଯୋଗ ରହିଛି ।

କନ୍ୟା : ପରିବାରର ସହଯୋଗ ମିଳିବ । ବନ୍ଧୁମିଳନ ଯୋଗ ରହିଛି । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ତୁଳା : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ବୃଦ୍ଧି ହେବ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ ।

ବିଛା : ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମାନସମ୍ମାନ ପ୍ରତି ଧ୍ୟାନ ଦିଅନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ଧନୁ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ପରିବାରରେ ଅଶାନ୍ତି ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଫଳତା ସହ ମାନସମ୍ମାନ ପ୍ରାପ୍ତି ହେବ ।

ମକର : ସ୍ଥିରମନରେ କାର‌୍ୟ୍ୟ କରନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ ।

କୁମ୍ଭ : ଅହଙ୍କାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ ।

ମୀନ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ଆନନ୍ଦ ମିଳିବ । ବିଦ୍ୟାର୍ଥୀ ସଫଳତା ପାଇବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

KNews Bureau

Recent Posts

ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ବ୍ୟବସାୟୀଙ୍କ ପାଇଁ ଆଜି କିପରି କଟିବ ଦିନ

ମେଷ: ଚାକିରିରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି । ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବେ…

1 hour ago

ଲୋକସଭାରେ ବିଜେପିର ୨୧ ରୁ ୨୦ ଆସନ ଦଖଲ, କଂଗ୍ରେସକୁ ମିଳିଲା ଗୋଟିଏ

ଭୁବନେଶ୍ୱର (କେନ୍ୟୁଜ): ଶେଷ ହେଲା ଭୋଟ ଗଣତି । ସାମନାକୁ ଆସିଲା ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା…

2 hours ago

୭୮ରେ ବିଜେପିର ବାଜିମାତ : ସରକାର କରିବ ଗଠନ, ୫୧ ରେ ବିରୋଧୀ ଆସନରେ ବିଜେଡି

ଭୁବନେଶ୍ୱର (କେନ୍ୟୁଜ): ଶେଷ ହେଲା ଭୋଟ ଗଣତି । ସାମନାକୁ ଆସିଲା ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା…

2 hours ago

ଏହି କ୍ରୁଜ୍‌ ସବୁଠୁ ଦାମୀ, ଅମ୍ବାନୀଙ୍କ ପାର୍ଟି ଜାହଜ ଏହା ତୁଳନାରେ କିଛି ନୁହେଁ

ଦୁନିଆର ସବୁଠୁ ବଡ କ୍ରୁଜ୍ ଜାହାଜ । ୧୨୦୦ ଫୁଟ ଲମ୍ବ ଏବଂ ୨୦ ମହଲା ଉଚ୍ଚ ଆଇକନ୍ ନାମକ…

5 hours ago

ଓଡ଼ିଶା ନିର୍ବାଚନ ଫଳାଫଳ ୨୦୨୪: ଏବେ ଯାଏ ଫଳାଫଳ, ଗଣତି ଜାରି

ଭୁବନେଶ୍ୱର (କେନ୍ୟୁଜ): ଚାଲିଛି ଭୋଟ ଗଣତି । ସାମନାକୁ ଆସିଛି ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା ଓ…

5 hours ago

ଭାରତରେ ଏହି ସ୍ଥାନ ଚା’ ପିଉଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଜାଣନ୍ତୁ …

ରାତି ପାହିଲେ କପେ ଚା’ ନ ପିଇଲେ ଦିନ ଆରମ୍ଭ ହୁଏ ନାହିଁ । ମନ ଭଲ ଲାଗେ ନାହିଁ…

6 hours ago