ମେଷ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।
ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।
ମିଥୁନ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।
କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।
ସି˚ହ : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।
କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।
ତୁଳା :ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।
ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।
ବିଛା : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।
ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।
କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।
ମୀନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…