Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଘରେ କିମ୍ବା ସାଙ୍ଗମାନଙ୍କ ପାଖରେ କୌଣସି ମହତ୍ୱପୂର୍ଣ୍ଣ ନିଷ୍ପତି ସ୍ଥିର କରିବାକୁ ଥିଲେ ତାହା ନିଜେ ସ୍ଥିର କଲେ ଆପଣଙ୍କ ପାଇଁ ଭଲ ରହିବ।

ବୃଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

ମିଥୁନ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ଯଦି ଆପଣ କୌଣସି ସ୍ଥାନରେ ଭଲଭାବେ ରହିବା ପାଇଁ ଭାବୁଛନ୍ତି ତେବେ ପୁଣି ଥରେ ଭଲଭାବେ ଚିନ୍ତା କରନ୍ତୁ। ଆଜି ଆପଣଙ୍କୁ ନିଜ ଘର ବଦଳାଇବାକୁ ପଡ଼ିପାରେ।

କର୍କଟ : ଅହଂଭାବ ଦୂର କରନ୍ତୁ । ପୁରୁଣା ବିଚାର ତ୍ୟାଗ କରି ଜୀବନରେ ନୂଆ ବିଚାର ଆଣିବେ। ନୂଆ ବିଚାରରେ ଜୀବନରେ ଆସିଥିବା ପରିବର୍ତ୍ତନକୁ ଦେଖି ଆପଣ ନିଜେ ଖୁବ୍ ଖୁସି ହେବେ। କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।

ସିଂହ : ସ୍ଥିରମନ ହୋଇ କାର‌୍ୟ୍ୟ କରନ୍ତୁ ।  ଆଜି ଆପଣ ଭାବିଚିନ୍ତି ନିଷ୍ପତି ନିଅନ୍ତୁ। କାରଣ ପଛରେ ଯେପରି ପଶ୍ଚ୍ୟାତାପ କରିବାକୁ ନପଡେ।ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

କନ୍ୟା : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଯାହା ଆପଣ ବହୁତ ପୂର୍ବରୁ କରିବା ପାଇଁ ଚାହୁଁଥିଲେ ସେଥିପ୍ରତି ଧ୍ୟାନ ଦେବେ।

ତୁଳା : ଧର୍ମକାର୍ଯ୍ୟରେ ଯୋଗ ଦେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ଆପଣ ଆଖି ବନ୍ଦ କରି ବିଶ୍ବାସ କରୁଥିବା ଅଭ୍ୟାସ ପରିବର୍ତ୍ତନ କରନ୍ତୁ। ନଚେତ୍ କୌଣସି ଦିନ ଆପଣ ସମସ୍ୟାରେ ପଡ଼ିପାରନ୍ତି।

ବିଛା : ଆପଣ ଯଦି ନିଜ କାର୍ଯ୍ୟକୁ ସ୍ଥିର ହୋଇଥିବା ତାରିଖ ପୂର୍ବରୁ ଶେଷ କରିପାରୁ ନାହାନ୍ତି ତେବେ ସାବଧାନ ରୁହନ୍ତୁ। କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

ଧନୁ : ଆଜି ଆପଣ ସାମାନ୍ୟ ଦୁଃଖିତ ରହିବେ। କାରଣ ଆଜି ଆପଣଙ୍କୁ ନିଜ ଲୋକ ହିଁ ନିରାଶ କରିପାରନ୍ତି।ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।

ମକର : ଆପଣଙ୍କ କାମରେ ଦେଖାଯାଉଥିବା ବାଧା କ୍ଷଣସ୍ଥାୟୀ ଅଟେ, ଯାହା ଉପଯୁକ୍ତ ସମୟରେ ସମାପ୍ତ ହୋଇଯିବ।ମନକୁ ଆୟତ୍ତରେ ରଖନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

କୁମ୍ଭ : ଆଜି ଆପଣ କୌଣସି ସରକାରୀ ଉଚ୍ଚାଧୀକାରୀଙ୍କ ସହ ସାକ୍ଷାତ ହୋଇପାରେ, ଯିଏ ଆପଣଙ୍କୁ ସରକାରଙ୍କ ସମ୍ବନ୍ଧିତ କାମ କରିବାରେ ସାହାଯ୍ୟ କରିବେ। ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

ମୀନ : ବହୁତ ଜଲଦି ଆପଣ ନିଜର କାର୍ଯ୍ୟ ଶେଷ କରନ୍ତୁ ନଚେତ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।

Pritiparna

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

10 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

35 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

39 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

42 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

47 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

59 mins ago