ଜାଣନ୍ତୁ କେମିତି କଟିବ ଆଜିର ଦିନ
ମେଷ : କୁଟୁମ୍ବରେ ପୀଡ଼ା ଦେଖାଦେବ । ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।
ବୃଷ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ମିଥୁନ : ଚିନ୍ତା ବୃଦ୍ଧି ସହ ଶତ୍ରୁ ବୃଦ୍ଧି ହେବ । ଦୂରଯାତ୍ରା କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଅହଂକାର ତ୍ୟାଗ କରନ୍ତୁ ।
କର୍କଟ : ଆୟ ମଧ୍ୟମ ରହିବ । ପରିବାରରେ ମନମିଳାଇ ଚଳନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
ସିଂହ : ଗୁରୁଜନଙ୍କ ସମ୍ମାନ କରନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପିତାଙ୍କ ସହଯୋଗ ସହ ପରିବାରରେ ଶାନ୍ତି ମିଳିବ ।
କନ୍ୟା : ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।
ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତା ବୃଦ୍ଧି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।
ବିଛା :ସରଳ ବିଶ୍ୱାସୀ ପ୍ରତାରିତ ହୋଇପାରନ୍ତି । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର୍ୟ୍ୟ କରନ୍ତୁ ।
ଧନୁ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।
ମକର : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।
କୁମ୍ଭ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ୟ୍ୟ କରନ୍ତୁ ।
ମୀନ : ସ୍ୱାସ୍ଥ୍ୟର ଯତ୍ନ ନେବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରରେ ଶାନ୍ତି ମିଳିବ ।