Categories: ରାଶିଫଳ

କେମିତି କଟିବ ଆଜିର ଦିନ

ମେଷ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ବୃଷ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

ମିଥୁନ : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

କର୍କଟ : ଅହଂଭାବ ଦୂର କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ ।

ସିଂହ : ସ୍ଥିରମନ ହୋଇ କାର‌୍ୟ୍ୟ କରନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

କନ୍ୟା : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।

ତୁଳା : ଧର୍ମକାର‌୍ୟ୍ୟରେ ଯୋଗ ଦେବେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ସୁସ୍ୱାଦୁ ଭୋଜନ କରିବେ ।

ବିଛା : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

ଧନୁ : ପିତାଙ୍କ ଶରୀର ଅସୁସ୍ଥ ରହିବ । ପରିବାର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।

ମକର : ମନକୁ ଆୟତ୍ତରେ ରଖନ୍ତୁ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

କୁମ୍ଭ : ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

ମୀନ : ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

19 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

27 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

33 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

42 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

44 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

51 mins ago