ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଦିନଟି ଏତେ ଭଲରେ କଟିବ ନାହିଁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମିଥୁନ : ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ : କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ।

ସି˚ହ : ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା : କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା : ଭାଗ୍ୟ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ।

ବିଛା : ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଶରୀର ଅସୁସ୍ଥ ରହିବ।

ଧନୁ : ଧନପ୍ରାପ୍ତି ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ମକର : ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ : ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ : ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଶୁଭ ଖବର ଶୁଣିବେ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

18 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

21 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

25 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

38 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

54 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago