Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ପରିବାରରେ ମନ ମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । କୌଣସି ଧର୍ମକାର‌୍ୟ୍ୟରେ ଯୋଗ ଦେବେ ।

ବୃଷ : ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

ମିଥୁନ : ଶରୀର ଅସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ ସହ କର୍ମକ୍ଷେତ୍ରରେ ଉନ୍ନତି କରିବେ । ମାନ ସମ୍ମାନ ପ୍ରାପ୍ତି ହେବ ।

କର୍କଟ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହିବା ଭଲ । ଯୁକ୍ତିତର୍କରୁ ଦୂରେଇ ରହନ୍ତୁ ।

ସିଂହ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଛୋଟ ଛୋଟ କଥାରେ ବ୍ୟତିବ୍ୟସ୍ତତା ଦେଖାଦେବ ।

କନ୍ୟା : ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରର ସହଯୋଗ ମିଳିବ ।

ତୁଳା : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଦୂର ଯାତ୍ରା କରିପାରନ୍ତି । ସ୍ୱାସ୍ଥ୍ୟ ଯତ୍ନ ନିଅନ୍ତୁ ।

ବିଛା : କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ : ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ ।

ମକର : ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ପାଇବେ ।

କୁମ୍ଭ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମୀନ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago