ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ମନରେ ଧାର୍ମିକ ଭାବନା ଉଦୟ ହେବ। ଆପଣଙ୍କ ନିର୍ଭୀକ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକୃଷ୍ଟ କରିବ। ସ˚ପତ୍ତି ବିବାଦର ସମାଧାନ ହେବ।

ବୃଷ : କୌଣସି ନୂଆ କାମରେ ସଫଳତା ମିଳିପାରେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ। ଦାଂପତ୍ୟ ଜୀବନରେ ସୁଖ-ଶାନ୍ତି।

ମିଥୁନ : ବ୍ୟବସାୟରେ ନୂଆ ଆହ୍ବାନର ସାମନା କରିପାରନ୍ତି। ଅଫିସ କାମରେ ଦୂର ଯାତ୍ରା। କୋର୍ଟ କଚେରି ମାମଲାରେ ଖର୍ଚ୍ଚାନ୍ତ ହେବେ।

କର୍କଟ : ସ୍ଥଗିତ କାମ ପୂରଣ ହେବ। ମଧୁର ବ୍ୟବହାର ଦ୍ବାରା ଅନ୍ୟମାନଙ୍କ ମନ ଜିଣିବେ। ବ୍ୟବସାୟରେ ନୂଆ ସଉଦା ହେବ।

ସି˚ହ : ଉନ୍ନତି ପାଇଁ କୌଣସି ନୂଆ ସୁଯୋଗ ମିଳିବ। କାମଧନ୍ଦାରେ ମନ ଲାଗି ରହିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। କୌଣସି ଭଲ ଖବର ପାଇବେ।

କନ୍ୟା : ଦିନ ସାରା ଉତ୍ସାହିତ ରହିବେ। ଅଳ୍ପ ସମୟରେ ନିଜ କାମ ସାରିଦେବେ। ଆର୍ଥିକ ସ୍ଥିତି ମଜଭୁତ ରହିବ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ।

ତୁଳା : କୌଣସି କାମ ପାଇଁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାଇପାରନ୍ତି।

ବିଛା : ଦିନଟି ଆପଣଙ୍କ ଲାଗି ଶୁଭଙ୍କର। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ଅସୁବିଧା ଦୂର ହେବ। ବ୍ୟବସାୟ ବିସ୍ତାର ଲାଗି ଯୋଜନା କରିବେ।

ଧନୁ : କିଛି ନୂଆ କରିବା ଲାଗି ଯୋଜନା ପ୍ରସ୍ତୁତ। ଶତ୍ରୁଙ୍କୁ ପରାସ୍ତ କରିବେ। ବେପାରୀବର୍ଗଙ୍କୁ ଧନଲାଭ। ମନୋର˚ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।

ମକର : ଇଷ୍ଟଦେବଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ମନରେ ନୂଆ‌ ଭାବନା ଉଦ୍ରେକ ହେବ। ଆପଣଙ୍କ ବିଚାର ସହିତ ସମସ୍ତେ ସହମତ ହେବେ।

କୁମ୍ଭ : ପୁରୁଣା ସମସ୍ୟାର ପୁନରାବୃତ୍ତି ହୋଇପାରେ। ଛୋଟ ଛୋଟ କଥାରେ ଖୁସି ରହିବେ। ଜମି ସମ୍ବନ୍ଧୀୟ ମାମଲା ଆପଣଙ୍କ ପକ୍ଷରେ ହୋଇପାରେ।

ମୀନ : ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ରାଜନୀତିରେ ପ୍ରତିଷ୍ଠିତ ଲୋକଙ୍କ ସହିତ ସାକ୍ଷାତ୍‌-ଆଲୋଚନା। ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ।

KNews Bureau

Recent Posts

ପହିଲି ରଜରେ ଅଘଟଣ, ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ

ସମ୍ବଲପୁର : ପହିଲି ରଜରେ ଅଘଟଣ । ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ । ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ଅଭାବନୀୟ…

17 mins ago

ଶୀଘ୍ର ମୋଟା ହେବ ପାଇଁ ଚାହୁଁଛନ୍ତି କି? ଡାଏଟରେ ସାମିଲ କରନ୍ତୁ ଏହି ମିଲ୍କସେକ୍

ଯଦି ଆପଣ ମଧ୍ୟ ଅଣ୍ଡରୱେଟ ଅଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ଏହିସବୁ ମିଲ୍କସେକ୍ ଆପଣଙ୍କ ଖାଦ୍ୟରେ ଅନ୍ତର୍ଭୁକ୍ତ କରିପାରିବେ…

41 mins ago

ଲୋକଙ୍କ ସମସ୍ୟାକୁ ବୁଝିବା ପାଇଁ କୋଅପରେଟିଭ୍‌ ହାଉସିଂ କଲୋନୀରେ ପହଁଚିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର (କେନ୍ୟୁଜ) : ଲୋକଙ୍କ ସମସ୍ୟା କଥା ବୁଝିବାକୁ ପହଁଚିଲେ ସାଧାରଣ ଜନତାଙ୍କ ପାଖରେ, ପହଁଚିଲେ ଭୁବନେଶ୍ୱର ସାଂସଦ ଅପରାଜିତା…

60 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଏପରି ଭାବେ ଡାଏଟ୍‌ରେ ସାମିଲ କରନ୍ତୁ ଭେଣ୍ଡି

ପନିପରିବା ମଧ୍ୟରେ ଭେଣ୍ଡିକୁ ଖାଇବା ପାଇଁ ଲୋକମାନେ ବହୁତ ପସନ୍ଦ କରନ୍ତି । କିନ୍ତୁ ଭେଣ୍ଡି ଖାଇବାର ସ୍ୱାସ୍ଥ୍ୟ ଉପକାରିତା…

1 hour ago

ଆତଙ୍କୀ ଟାର୍ଗେଟରେ ଅଯୋଧ୍ୟା ରାମ ମନ୍ଦିର, ଜୈସ-ଏ-ମହମ୍ମଦ ସଂଗଠନ ଦେଲା ବିସ୍ଫୋରଣ ଧମକ

ଭାରତରେ ଗତ କିଛିଦିନ ହେଲାଣି ଲଗାତାର ଆତଙ୍କବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି । ଗତ କିଛିଦିନରେ ଆତଙ୍କୀ ଭାରତର…

1 hour ago

ମୟୁରଭଞ୍ଜ ଜିଲ୍ଲାରେ ଆଦିବାସୀ ସଂସ୍କୃତି ଓ ରଜପର୍ବ ସମ୍ପୂର୍ଣ୍ଣ ନିଆରା

ଗାଁ ଠୁ ସହର ସମସ୍ତେ ବଡ଼ ଉତ୍ସାହର ସହ ପାଳୁଛନ୍ତି ରଜ । ପାନ ପିଠାରେ ମହକୁଛି ସାରା ସହର…

1 hour ago