Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

ବୃଷ : ଗାଡି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ପିତାଙ୍କ ଶରୀର ଅସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ କରିବେ ।

ମିଥୁନ : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

କର୍କଟ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଭ୍ରମଣ ଯୋଗ ରହିଛି । ପାରିବାରିକ ସମସ୍ୟା ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ସିଂହ : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

କନ୍ୟା : ଆୟ ମଧ୍ୟମ ରହିବ । ଶତ୍ରୁବୃଦ୍ଧି ଦେଖାଦେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ତୁଳା : ସୁସ୍ୱାଦୁ ଭୋଜନ କରିବେ । ପାରିବାରିକ ସମସ୍ୟା ଦୂର ହେବ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ବିଛା : ଧନ ଲାଭ ହେବ । ଭ୍ରମଣ ଯୋଗ ରହିଛି । ଛୋଟଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ ।

ଧନୁ : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

ମକର : ପିତାଙ୍କ ସହଯୋଗ ପାଇବେ । ମାନ ସମ୍ମାନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସଜାଗ ରହିବେ ।

କୁମ୍ଭ : ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । ପିତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

ମୀନ : ପେଟଜନିତ ରୋଗରେ ପୀଡିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

KNews Bureau

Recent Posts

ଗଛରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା କାର, ୩ ଆହତ

କରଞ୍ଜିଆ : କରଞ୍ଜିଆରୁ ଭୁବନେଶ୍ୱର ଯାଉଥିବା ଏକ କାର ଠାକୁରମୁଣ୍ଡା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ହୁତୁ ହୁତୁ ହୋଇ ଜଳିଯାଇଛି…

16 mins ago

ପୋଖରୀକୁ ଗାଧୋଇବାକୁ ଯାଇ ଏକା ସାଙ୍ଗେ ଚାଲିଗଲେ ମା’ ଝିଅ

ଉମରକୋଟ୍‌:  ଆଜି ହେଉଛି ପହିଲି ରଜ । ଗାଁ ଠୁ ସହର ଉତ୍ସବ ମୁଖର ପରିବେଶ । ଚାରିଆଡ଼େ ପୋଡ଼…

18 mins ago

ଅମୁଲ ଏବଂ ମଦର ଡେରୀ ପରେ ବଢିଲା ପରାଗ କ୍ଷୀର ଦାମ୍‌, ଜାଣନ୍ତୁ କେତେ ଅଧିକ ଦେବାକୁ ପଡିବ

ପୁଣି ସାଧାରଣ ଲୋକଙ୍କୁ ଝଟକା । ଅମୁଲ ଏବଂ ମଦର ଡେରୀ ପରେ ବଢିଲା ପରାଗ କ୍ଷୀର ଦାମ୍‌ ।…

27 mins ago

ପହିଲି ରଜରେ ଅଘଟଣ, ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ

ସମ୍ବଲପୁର : ପହିଲି ରଜରେ ଅଘଟଣ । ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ । ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ଅଭାବନୀୟ…

51 mins ago

ଶୀଘ୍ର ମୋଟା ହେବ ପାଇଁ ଚାହୁଁଛନ୍ତି କି? ଡାଏଟରେ ସାମିଲ କରନ୍ତୁ ଏହି ମିଲ୍କସେକ୍

ଯଦି ଆପଣ ମଧ୍ୟ ଅଣ୍ଡରୱେଟ ଅଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ଏହିସବୁ ମିଲ୍କସେକ୍ ଆପଣଙ୍କ ଖାଦ୍ୟରେ ଅନ୍ତର୍ଭୁକ୍ତ କରିପାରିବେ…

1 hour ago

ଲୋକଙ୍କ ସମସ୍ୟାକୁ ବୁଝିବା ପାଇଁ କୋଅପରେଟିଭ୍‌ ହାଉସିଂ କଲୋନୀରେ ପହଁଚିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର (କେନ୍ୟୁଜ) : ଲୋକଙ୍କ ସମସ୍ୟା କଥା ବୁଝିବାକୁ ପହଁଚିଲେ ସାଧାରଣ ଜନତାଙ୍କ ପାଖରେ, ପହଁଚିଲେ ଭୁବନେଶ୍ୱର ସାଂସଦ ଅପରାଜିତା…

2 hours ago