Categories: ରାଶିଫଳ

ଜାଣନ୍ତୁ ଆପଣଙ୍କ ଆଜିର ଭାଗ୍ୟ !

ମେଷ : ଦୂରଯାତ୍ରା କରିପାରନ୍ତି । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ବୃଷ : ବିଦ୍ୟାର୍ଥୀ ସଚେତନ ରହନ୍ତୁ । ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ଆୟ ବୃଦ୍ଧି ହେବ ।

ମିଥୁନ : ସୁସ୍ୱାଦୁ ଭୋଜନ ଲାଭ ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ପିତାଙ୍କ ସହଯୋଗ ପାଇବେ ।

କର୍କଟ : ମନରୁ ସନ୍ଦେହ ଭାବ ଦୁର କରନ୍ତୁ । ପିତାଙ୍କ ସହଯୋଗ ମିଳିବ । ଶରୀର ଅସୁସ୍ଥ ରହିବ ।

ସିଂହ : ପରିବାରରେ ଅଶାନ୍ତି ଦେଖାଦେବ । ମନକୁ ଆୟତ୍ତରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

କନ୍ୟା : ସୁସ୍ୱାଦୁ ଭୋଜନ କରିବେ । ପାରିବାରିକ ଶାନ୍ତି ମିଳିବ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ତୁଳା : ଦୁରଯାତ୍ରା କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

ବିଛା : ଧର୍ମକାର୍ଯ୍ୟରେ ବାଧା ଆସିବ । ସ୍ଥିରମନ ହୋଇ କାର୍ଯ୍ୟ କରନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ ।

ଧନୁ : ମାତାଙ୍କ ସହଯୋଗ ମିଳିବ । ଶରୀର ଅସୁସ୍ଥ ରହିପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ମକର : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ ।

କୁମ୍ଭ : ଗାଡ଼ି ଚଳାଚଳ ପ୍ରତି ସାବଧାନ ରହିବା ଆବଶ୍ୟକ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ ।

ମୀନ : ପାରିବାରିକ ସମସ୍ୟା ଦେଖାଦେବ । ଅହଂଭାବ ତ୍ୟାଗ କରନ୍ତୁ । ବେପାର ବାଣିଜ୍ୟରେ ସଫଳତା ପାଇବେ ।

KNews Bureau

Recent Posts

ଟ୍ୱିନ୍ ସିଟିରେ ଢାଳିଲା ବର୍ଷା, ବୁଡିଗଲା ଜେସିବି

ଭୁବନେଶ୍ୱର(କେନ୍ୟୁଜ୍‌): ତାଣ୍ଡବ କଲା କାଳବୈଶାଖୀ । ଦିନରେ ଅଗ୍ନି ବର୍ଷା, ରାତିରେ ଜଳ ବର୍ଷା। ରାତିରେ ଟ୍ୱିନ୍ ସିଟିରେ ଢାଳିଲା…

28 mins ago

ଟାଙ୍କିରେ ପକାଇ ୪ ଛୁଆଙ୍କ ଜୀବନ ନେଲା ମା’, ନିଜେ ବି ଜୀବନ ହାରିବା ପାଇଁ କରିଥିଲା ଚେଷ୍ଟା

ରାଜସ୍ଥାନ ବାଡ଼ମେର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମା’ ନିଜ ୪ ଛୁଆଙ୍କୁ ପାଣି…

32 mins ago

ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ବଜ୍ରପାତ ନେଲା ୬ ଜୀବନ

ଭୁବନେଶ୍ୱର : ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ବେଳେ ବଜ୍ରପାତ । ବଜ୍ରପାତ ଯୋଗୁଁ ବିଭିନ୍ନ ସ୍ଥାନରେ ୬ ଜଣଙ୍କ…

54 mins ago

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ, ଚେକ୍ କରନ୍ତୁ ଆଜିର ଦର

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଛି ।…

1 hour ago

ବାଇକ୍‌ ନେଇ ଫେରାର ମାରୁଥିଲା ଚୋର, ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକେ

ଜଳେଶ୍ୱର(କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଟୁଲଗେଟ ବଜାରରେ ଘଟିଛି ଏମିତି ଘଟଣା । ଗତ କାଲି ଅପରାହ୍ନ…

1 hour ago

କମିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ଦାମ

ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ…

2 hours ago