ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଭାବଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

brushaବୃଷ : କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ । ମନକୁ ଆୟତ୍ତରେ ରଖନ୍ତୁ । କୌଣସି ଧର୍ମକାର‌୍ୟ୍ୟରେ ଯୋଗ ଦେଇ ପାରନ୍ତି ।

mithunaମିଥୁନ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

karkataକର୍କଟ : ସୁସ୍ୱାଦୁ ଭୋଜନ କରିବେ । ବିଦେଶ ଯତ୍ରା ସଫଳ ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆଜି ଦିନଟି ଭଲରେ କଟିବ ।

singhaସିଂହ : ଧନଲାଭ ହେବା ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ବିଦ୍ୟାର୍ଥୀ ସଫଳତା ପାଇବେ ।

kanyaକନ୍ୟା : ପରିବାରରେ ମନ ମିଳାଇ ଚଳନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଧର୍ମକାର‌୍ୟ୍ୟରେ ପ୍ରତିବନ୍ଧକ ଦେଖାଦେବ ।

tulaaତୁଳା : ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ । ତରବରିଆ ଭାବେ କୌଣସି କାର‌୍ୟ୍ୟ କରନ୍ତୁ ନାହିଁ ।

bichhaବିଛା : ପିତାଙ୍କ ସହଯୋଗ ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

dhanuଧନୁ : ବିଦ୍ୟାର୍ଥୀ ସଚେତନ ରହନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଆୟ ଉତ୍ତମ ରହିବ । ପରିବାରର ସହଯୋଗ ପାଇବେ ।

makaraମକର : ଅହଂଭାବ ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।

kumbhaକୁମ୍ଭ : ମାନ ସମ୍ମାନ ପ୍ରାପ୍ତି ଅଛି । କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

minaମୀନ : ଧର୍ମକାର‌୍ୟ୍ୟରେ ଯୋଗ ଦେବେ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ପରିବାରରେ ମନ ମିଳାଇ ଚଳନ୍ତୁ ।

Leave A Reply

Your email address will not be published.