ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

mesha

ମେଷ : ଅହଂଭାବ ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଶରୀର ଅସୁସ୍ଥ ରହିବ ।

brushaବୃଷ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ତରବରିଆ ଭାବେ କୌଣସି କାର୍ଯ୍ୟ କରନ୍ତୁ ନାହିଁ । ପରିବାରିକ ସମସ୍ୟା ଦେଖାଦେବ ।

mithunaମିଥୁନ : ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

karkataକର୍କଟ : ଆୟ ମଧ୍ୟମ ରହିବ । ଧର୍ମକାର୍ଯ୍ୟରେ ଯୋଗ ଦେବେ । ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ ।

singhaସିଂହ : ସୁସ୍ୱାଦୁ ଭୋଜନ ସହ ମାନସମ୍ମାନ ପ୍ରାପ୍ତି ଅଛି । ପିତାଙ୍କ ଶରୀର ଅସୁସ୍ଥ ରହିପାରେ । ପରିବାରର ସହଯୋଗ ପାଇବେ ।

kanyaକନ୍ୟା : ଧର୍ମକାର୍ଯ୍ୟରେ ଯୋଗଦେବେ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହାସହ ଯୁକ୍ତିତର୍କ କରନ୍ତୁ ନାହିଁ ।

tulaaତୁଳା : ଭ୍ରମଣ ଯୋଗ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

bichhaବିଛା : ପାରିବାରିକ ସମସ୍ୟା ଦେଖାଦେବ । ମନ ଆୟତ୍ତରେ ରଖନ୍ତୁ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦିନଟି ଭଲରେ କଟିବ ।

dhanuଧନୁ : ଖର୍ଚ୍ଚ ବୃଦ୍ଧି ହେବ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଯୁକ୍ତିତର୍କଠାରୁ ଦୂରେଇ ରହନ୍ତୁ ।

makaraମକର : ସନ୍ତାନକୁ ନେଇ ଚିନ୍ତିତ ରହିବେ । ପରିବାରର ସହଯୋଗ ପାଇବେ । ଭ୍ରମଣ ଯୋଗ ରହିଛି ।

kumbhaକୁମ୍ଭ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ପିତାଙ୍କ ସହଯୋଗ ପାଇବେ । ମାନସମ୍ମାନ ପ୍ରାପ୍ତି ହେବ ।

minaମୀନ : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଶତ୍ରୁ ବୃଦ୍ଧି ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like