Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

brushaବୃଷ : ଅଧିକ ପରିଶ୍ରମ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

mithunaମିଥୁନ : ଶୁଭ ଖବର ଶୁଣି ପାରନ୍ତି। ଘରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

karkataକର୍କଟ : ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

singhaସିଂହ : ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ମନ ଖୁସି ରହିବ। ଶରୀର ଫୂର୍ତ୍ତି ରହିବ।

kanyaକନ୍ୟା : ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ।

tulaaତୁଳା : ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

bichhaବିଛା : ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସି ପାରିନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

dhanuଧନୁ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରର ଯତ୍ନ ନିଅନ୍ତୁ।

makaraମକର : ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

kumbhaକୁମ୍ଭ : ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

minaମୀନ : ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.