ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

mesha

ମେଷ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

brushaବୃଷ : ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

mithunaମିଥୁନ : ସ୍ଥିର ମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ମାନସମ୍ମାନ ପ୍ରାପ୍ତି ହେବ ।

karkataକର୍କଟ : ପିତାଙ୍କ ସହଯୋଗ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

singhaସିଂହ : କୁଟୁମ୍ବରେ ପୀଡ଼ା ଦେଖାଦେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

kanyaକନ୍ୟା : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଭ୍ରମଣ ଯୋଗ ରହିଛି ।

tulaaତୁଳା : ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହେବେ । ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ ।

bichhaବିଛା : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ପିତାଙ୍କ ସହଯୋଗ ପାଇବେ । ସୁସ୍ୱାଦୁ ଭୋଜନ କରିବେ ।

dhanuଧନୁ : ଧନଲାଭ ଯୋଗ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

makaraମକର : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଶରୀର ଅସୁସ୍ଥ ରହିପାରେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହନ୍ତୁ । ମାନସିକ ଶାନ୍ତି ରଖନ୍ତୁ ।

kumbhaକୁମ୍ଭ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଖର୍ଚ୍ଚବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

minaମୀନ : ଅହଂକାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।

Leave A Reply

Your email address will not be published.