Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ବୃଷ : ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

ମିଥୁନ : ସ୍ଥିର ମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ସୁସ୍ୱାଦୁ ଭୋଜନ କରିବେ । ମାନସମ୍ମାନ ପ୍ରାପ୍ତି ହେବ ।

କର୍କଟ : ପିତାଙ୍କ ସହଯୋଗ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ସିଂହ : କୁଟୁମ୍ବରେ ପୀଡ଼ା ଦେଖାଦେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

କନ୍ୟା : ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଭ୍ରମଣ ଯୋଗ ରହିଛି ।

ତୁଳା : ସନ୍ତାନକୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହେବେ । ଆୟ ବୃଦ୍ଧି ହେବ । ପରିବାରର ସହଯୋଗ ପାଇବେ ।

ବିଛା : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ପିତାଙ୍କ ସହଯୋଗ ପାଇବେ । ସୁସ୍ୱାଦୁ ଭୋଜନ କରିବେ ।

ଧନୁ : ଧନଲାଭ ଯୋଗ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ । ଭାବିଚିନ୍ତି ଧନ ନିବେଶ କରନ୍ତୁ ।

ମକର : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଶରୀର ଅସୁସ୍ଥ ରହିପାରେ । ଗାଡ଼ି ଚଳାଚଳ ବେଳେ ସାବଧାନ ରହନ୍ତୁ । ମାନସିକ ଶାନ୍ତି ରଖନ୍ତୁ ।

କୁମ୍ଭ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଖର୍ଚ୍ଚବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ ।

ମୀନ : ଅହଂକାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।

KNews Bureau

Recent Posts

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

34 seconds ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

28 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

60 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

1 hour ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

1 hour ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago