Categories: ରାଶିଫଳ

କେମିତି କଟିବ ଆଜିର ଦିନ

ମେଷ : ଶରୀର ଅସୁସ୍ଥ ରହିବ । ପରିବାରରେ ମନ ମିଳାଇ ଚଳନ୍ତୁ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ବୃଷ : ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ମନକୁ ଆୟତ୍ତରେ ରଖନ୍ତୁ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ମିଥୁନ : ସୁସ୍ୱାଦୁ ଭୋଜନ କରିବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ସନ୍ତାନକୁ ନେଇ ଚିନ୍ତିତ ରହିବେ ।

କର୍କଟ : ଧନ ଲାଭ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆଜି ଦିନଟି ଭଲରେ କଟିବ ।

ସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

କନ୍ୟା : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯୁକ୍ତିତର୍କ ଠାରୁ ଦୂରରେ ରହନ୍ତୁ ।

ତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

ବିଛା : ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

ଧନୁ : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ମକର : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

ମୀନ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ହେବ ।

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

51 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

51 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

58 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

2 hours ago