ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ: ମିତ୍ରଙ୍କ ସହଯୋଗରେ ଶତ୍ରୁଙ୍କୁ ପରାସ୍ତ କରିବେ। ଅଚାନକ ଧନପ୍ରାପ୍ତି ହେବ। ଚାକିରି ଖୋଜୁଥିବା ମହିଳାଙ୍କୁ ଭଲ ଚାକିର ମିଳିବ।

ବୃଷ: ଉଜ୍ଜ୍ବଳ ଭବିଷ୍ୟତ ଲାଗି ଯୋଜନା ପ୍ରସ୍ତୁତ କରିବେ ଏବ˚ ବାସ୍ତବ ରୂପ ଦେବାକୁ ଚେଷ୍ଟା କରିବେ। ଭଲ ଖବର ପାଇବେ। ବନ୍ଧୁଙ୍କ ସହିତ ସମ୍ବନ୍ଧ ଘନିଷ୍ଠ ହେବ।

ମିଥୁନ: ଲୋକମାନଙ୍କ ବିଶ୍ବାସ ଆପଣଙ୍କ ଉପରେ ଅତୁଟ ରହିବ। କାମରେ ବହୁତ ସକ୍ରିୟ ରହିବେ। ସରକାରୀ କାମରେ କାହାରି ସାହାଯ୍ୟ ମିଳିପାରେ।

କର୍କଟ: ଯୋଜନାରେ ପରିବର୍ତ୍ତନ କରିବାକୁ ପଡ଼ିପାରେ। ଆର୍ଥିକ ମାମଲାରେ ବୁଦ୍ଧିମତ୍ତାରେ କାମ କରନ୍ତୁ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ।

ସି˚ହ: ଖୋଦକୁ ଶକ୍ତିବାନ ଅନୁଭବ କରିବେ। ବ୍ୟବସାୟରେ ବଡ଼ ଚୁକ୍ତିର ଅ˚ଶୀଦାର ହୋଇପାରନ୍ତି। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ।

କନ୍ୟା: ଶୁଭ ସୂଚନା ପାଇବେ। ଜୀବନରେ କୌଣସି କ୍ଷେତ୍ରରେ ସୁଧାର ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପ୍ରେମିକା ସହିତ ସମ୍ବନ୍ଧ ଉତ୍ତମ ରହିବ।

ତୁଳା: ପୂଜାଚ୍ଚନାରେ ସମୟ ବିତିବ। ସୁସମ୍ବାଦ ପାଇବେ। ପ୍ରତ୍ୟେକ କାମର ସମାଧାନ ଶୀଘ୍ର ବାହାରି ଯିବ। ପ୍ରେମ ପ୍ରସଙ୍ଗରେ ସବୁ କିଛି ଭଲ ରହିବ।

ବିଛା: କୌଣସି ବଡ଼ ନିଷ୍ପତ୍ତି ନେଇ ପାରନ୍ତି। ବନ୍ଧୁଙ୍କ ସାହାଯ୍ୟରେ କାମ ପୂରା ହେବ। ଆର୍ଥିକ ସ୍ଥିତିରେ ସୁଧାର ହେବ। ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ।

ଧନୁ: କୌଣସି ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। କର୍ମଜୀବୀ ମହିଳାଙ୍କୁ ଅଚାନକ ଧନପ୍ରାପ୍ତି ହେବ। ସମାଜରେ ମାନ ସମ୍ମାନ ପାଇବେ।

ମକର: ଆଗକୁ ବଢ଼ିବା ପାଇଁ ଭଲ ସୁଯୋଗ ମିଳିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ଲାଭ ହେବ।

କୁମ୍ଭ: ସାମାଜିକ କାର୍ଯ୍ୟ କରିବାର ସୁଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ଅତିବାହିତ କରିବେ।

ମୀନ: ଜୀବନଶୈଳୀରେ ପରିବର୍ତ୍ତନ ହୋଇପାରେ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

3 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

6 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

7 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

7 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

7 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

7 hours ago