Below header

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ: ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଘରକୁ ଅତିଥି ଆସି ପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।

brushaବୃଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ।

mithunaମିଥୁନ: ଦ୍ୱନ୍ଦ୍ୱ ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

karkataକର୍କଟ: ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

singhaସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

kanyaକନ୍ୟା: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

tulaaତୁଳା: ବନ୍ଧୁଙ୍କ ସହ ଦେଖା ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

bichhaବିଛା : ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

dhanuଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

makaraମକର: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ।

kumbhaକୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଆଜି ଯେକୌଣସି କାର୍ଯ୍ୟ କଲେ ସଫଳ ହେବ। ଯାତ୍ରା କରିପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

minaମୀନ: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଅଯଥା ଖର୍ଚ୍ଚଠାରୁ ଦୂରେଇ ରୁହନ୍ତୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.