Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ବୃଷ : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ ।

ମିଥୁନ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

କର୍କଟ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ ।

କନ୍ୟା : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ବିଛା : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

କୁମ୍ଭ : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

ମୀନ : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

KNews Bureau

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

4 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

4 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago