ରାଶିଫଳ

ପଢ଼ନ୍ତୁ, ଆଜିର ରାଶିଫଳ

ମେଷ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ : ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ:ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

Pritiparna

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago