ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବୃଷ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମିଥୁନ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କର୍କଟ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ସିଂହ : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର କାମ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କନ୍ୟା : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ତୁଳା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ବିଛା : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ଧନୁ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି। ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ମକର : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କୁମ୍ଭ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମୀନ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

WCW 11

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

13 hours ago