ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

mesha

ମେଷ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

brushaବୃଷ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

mithunaମିଥୁନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

karkataକର୍କଟ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

singhaସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀଙ୍କମାନେ ପରୀକ୍ଷାରେ ସଫଳତା ପାଇବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

kanyaକନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।

tulaaତୁଳା: ଅଳସୁଆ ଅନୁଭବ କରିବେ। ଭାଗ୍ୟ ବୃଦ୍ଧି ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

bichhaବିଛା: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

dhanuଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

makaraମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

kumbhaକୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

minaମୀନ: ଦ୍ୱନ୍ଦ୍ୱ ଭିତରେ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.