Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ଆଜି ଆପଣ ପୁରା ଦିନ ଚିନ୍ତିତ ରହିପାରନ୍ତି। କିନ୍ତୁ ନିଜ ମନକୁ ନିୟନ୍ତ୍ରଣରେ ରଖିଲେ ଆଗକୁ ବଢିବା ଶିଖିପାରିବେ।

ବୃଷ : ନିଜର ଚିନ୍ତାକୁ ଦୂର କରିବା ପାଇଁ ସାଙ୍ଗମାନଙ୍କ ସହ ଆଲୋଚନା କରନ୍ତୁ। ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।

ମିଥୁନ : ଆଜି ଆପଣ ସାମାନ୍ୟ ଦୁଃଖିତ ରହିପାରନ୍ତି। ନିଜକୁ ଠିକ୍ ଲାଗୁଥିବା କାର୍ଯ୍ୟ କରନ୍ତୁ।

କର୍କଟ : କୌଣସି କ୍ଷେତ୍ରରେ ନିଷ୍ପତି ନେବା ପାଇଁ ନିଜ ପ୍ରିୟ ମିତ୍ରର ସାହାଯ୍ୟ ନିଅନ୍ତୁ।

ସିଂହ : ଆଜି ଆପଣ ଅଶାନ୍ତି ରହିପାରନ୍ତି। ସମସ୍ୟାର ସମାଧାନ କରିବା ପାଇଁ ଚେଷ୍ଟା ଜାରି ରଖନ୍ତୁ।

କନ୍ୟା : ଅହଂକାର ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ତୁଳା : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତା ବୃଦ୍ଧି ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ବିଛା :ସରଳ ବିଶ୍ୱାସୀ ପ୍ରତାରିତ ହୋଇପାରନ୍ତି । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ ।

ଧନୁ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ମକର : ଆଜି ଆପଣ ଜୀବନର ସବୁଠାରୁ କଠିନ ରାସ୍ତା ବାଛି ସେହି କ୍ଷେତ୍ରରେ କାମ ଆରମ୍ଭ କରନ୍ତୁ। ଆସନ୍ତା କାଲିଠାରୁ ନିଜକୁ ଏକ ଅଲଗା ରାସ୍ତାରେ ପାଇବେ।

କୁମ୍ଭ : ଆଜି ହଠାତ୍ ଆପଣଙ୍କୁ ଅନେକ ଦିନ ଧରି ହଜି ଯାଇଥିବା ଜିନିଷ ମିଳିପାରେ।

ମୀନ : ଆଜି ଦିନଟି ଆପଣଙ୍କ ପାଇଁ ଶୁଭ। ହଜି ଯାଇଥିବା ଜିନିଷ ପାଇପାରିବେ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

7 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

9 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

50 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago