ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

mesha

ମେଷ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

brushaବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

mithunaମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

karkataକର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

singhaସିଂହ: ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

kanyaକନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

tulaaତୁଳା: ଖର୍ଚ୍ଚ ବଢ଼ିବ। କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

bichhaବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

dhanuଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

makaraମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

kumbhaକୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

minaମୀନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.