Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ଉନ୍ନତି ହେବ । ଭ୍ରମଣ ଯୋଗ ରହିଛି। ପରିବାରରେ ମନ ମିଳାଇ ଚଳନ୍ତୁ ।

ବୃଷ : ସ୍ୱାସ୍ଥ୍ୟ ଉତ୍ତମ ରହିବ । ସୁସ୍ୱାଦୁ ଭୋଜନ କରିବେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମିଥୁନ : ପରିବାରରେ ମନ ମିଳାଇ ଚଳନ୍ତୁ । ଗୁରୁଜନଙ୍କ ସହଯୋଗ ମିଳିବ । ମାନ ସମ୍ମାନ ପ୍ରାପ୍ତି ହେବ । ବନ୍ଧୁ ମିଳନ ଯୋଗ ରହିଛି।

କର୍କଟ : ଧନ ଲାଭ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ ।

ସିଂହ : ସ୍ଥିର ମନରେ କାର‌୍ୟ୍ୟ କରନ୍ତୁ । ଭାବିଚିନ୍ତି ଧନ ନିବେଶ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ ।

କନ୍ୟା : ଅହଙ୍କାର ତ୍ୟାଗ କରନ୍ତୁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନରେ ଖୁସି ଦେଖାଦେବ ।

ତୁଳା : ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ ।

ବିଛା : ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ପାଇବେ । ପାରିବାରିକ ସମସ୍ୟା ଦେଖା ଦେଇପାରେ ।

ଧନୁ : ଗୁରୁଜନଙ୍କୁ ସମ୍ମାନ କରନ୍ତୁ । ପରାକ୍ରମ କ୍ଷେତ୍ରରେ ଜୟ ଲାଭ କରିବେ । ସନ୍ଦେହଭାବ ତ୍ୟାଗ କରନ୍ତୁ ।

ମକର : ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ସୁସ୍ୱାଦୁ ଭୋଜନ କରିବେ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

କୁମ୍ଭ : ପରିବାରରେ ଶାନ୍ତି ମିଳିବ । ଗାଡ଼ି ଚଲାଇବା ବେଳେ ସାବଧାନ ରହିବା ଆବଶ୍ୟକ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

ମୀନ : ଅହଙ୍କାର ତ୍ୟାଗ କରନ୍ତୁ । ଛୋଟ ଛୋଟ କଥାକୁ ନେଇ ବ୍ୟତିବସ୍ତତା ଦେଖା ଦେଇପାରେ । କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ ।

KNews Bureau

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

34 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

40 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

11 hours ago