Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିଳିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଭାବଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ବୃଷ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ମନ ମିଳାଇ ଚଳନ୍ତୁ । କୌଣସି ଧର୍ମକାର‌୍ୟ୍ୟରେ ଯୋଗ ଦେଇ ପାରନ୍ତି ।

ମିଥୁନ : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

କର୍କଟ : ସୁସ୍ୱାଦୁ ଭୋଜନ କରିବେ । ବିଦେଶ ଯାତ୍ରା ସଫଳ ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ଆଜି ଦିନଟି ଭଲରେ କଟିବ ।

ସିଂହ : ଧନ ଲାଭ ହେବା ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ମାନସମ୍ମାନ ପ୍ରାପ୍ତି ହେବ । ବିଦ୍ୟାର୍ଥୀ ସଫଳତା ପାଇବେ ।

କନ୍ୟା : ମାନସମ୍ମାନ ପ୍ରାପ୍ତି ଯୋଗ ରହିଛି। ପରିବାରରେ ମନ ମିଳାଇ ଚଳନ୍ତୁ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଧର୍ମକାର‌୍ୟ୍ୟରେ ପ୍ରତିବନ୍ଧକ ଦେଖାଦେବ ।

ତୁଳା : ସୁସ୍ୱାଦୁ ଭୋଜନ କରିବେ । ଭ୍ରମଣ କରିପାରନ୍ତି । ମନରୁ ସନ୍ଦେହ ଭାବ ଦୂର କରନ୍ତୁ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

ବିଛା : ପିତାଙ୍କ ସହଯୋଗ ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

ଧନୁ : ବିଦ୍ୟାର୍ଥୀ ସଚେତନ ରହନ୍ତୁ । ଅହଂଭାବ ତ୍ୟାଗ କରନ୍ତୁ । ଆୟ ଉତ୍ତମ ରହିବ । ପରିବାରର ସହଯୋଗ ପାଇବେ ।

ମକର : ସୁସ୍ୱାଦୁ ଭୋଜନ କରିବେ । ବାଣିଜ୍ୟ କ୍ଷେତ୍ରରେ ସଫଳତା ମିଳିବ । ଅହଂଭାବ ତ୍ୟାଗ କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

କୁମ୍ଭ : ପେଟଜନିତ ରୋଗରେ ପଡ଼ିପାରନ୍ତି । ମାନ ସମ୍ମାନ ପ୍ରାପ୍ତି ହେବ । କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ ।

ମୀନ : ସୁସ୍ୱାଦୁ ଭୋଜନ କରିବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ଧର୍ମକାର‌୍ୟ୍ୟରେ ଯୋଗ ଦେବେ । ପରିବାରରେ ମନ ମିଳାଇ ଚଳନ୍ତୁ ।

KNews Bureau

Recent Posts

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

21 mins ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

35 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

8 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

11 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago