Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ବୃଷ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

ମିଥୁନ : ଧନ ଲାଭ ଯୋଗ ରହିଛି । ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

କର୍କଟ : ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ ।

କନ୍ୟା : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ ।

ତୁଳା : ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

କୁମ୍ଭ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

ମୀନ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

7 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

9 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

10 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

11 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

11 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

12 hours ago