ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

brushaବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

mithunaମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

karkataକର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

singhaସିଂହ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମକଦ୍ଦମାରେ ବିଜୟୀ ହେବେ। ବାପା-ମା’ଙ୍କ ଆଶୀର୍ବାଦ ମିଳିବ।

kanyaକନ୍ୟା: ପିତାଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

tulaaତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

bichhaବିଚ୍ଛା: ମନ ଖୁସି ରହିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ।

dhanuଧନୁ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ଦିନଟି ଭଲରେ କଟିବ।

makaraମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅପରାହ୍ଣରେ ପେଟରେ ଯତ୍ନଣା ଅନୁଭବ କରିପାରନ୍ତି।

kumbhaକୁମ୍ଭ: ଉପହାର ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

minaମୀନ: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.