ରାଶିଫଳ

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ: ଶରୀର ଫୂର୍ତ୍ତି ରହିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

ବୃଷ: ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

ମିଥୁନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

କର୍କଟ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

ସି˚ହ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

କନ୍ୟା: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ତୁଳା: ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

ବିଛା: ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

ଧନୁ: ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। କାରବାରରେ ଧନଲାଭ ହେବ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

ମୀନ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

Pritiparna

Recent Posts

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

4 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

35 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

42 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago