Below header

ଜାଣନ୍ତୁ ଆଜିର ଭାଗ୍ୟ

mesha

ମେଷ : ଗାଡି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବନ୍ଧୁ ମିଳନ ଯୋଗ ରହିଛି ।

brushaବୃଷ : ଅହଙ୍କାର ତ୍ୟାଗ କରନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

mithunaମିଥୁନ : ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଶରୀର ଅସୁସ୍ଥ ରହିବ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

karkataକର୍କଟ : କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ମାନ ସମ୍ମାନ ପ୍ରାପ୍ତି ଅଛି । ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ ।

singhaସିଂହ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

kanyaକନ୍ୟା : କର୍ମକ୍ଷେତ୍ର ଓ ବେପାର ବାଣିଜ୍ୟରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସୁସ୍ୱାଦୁ ଭୋଜନ କରିବେ ।

tulaaତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

bichhaବିଛା : ଭାବିଚିନ୍ତି ଧନ ନିବେଶ କରନ୍ତୁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ । କ୍ରୋଧ ନିୟନ୍ତ୍ରଣରେ ରଖନ୍ତୁ ।

dhanuଧନୁ : ଧନଲାଭ ଯୋଗ ରହିଛି । ପରିବାରରେ ମନ ମିଳାଇ ଚଳନ୍ତୁ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ ।

makaraମକର : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ ।

kumbhaକୁମ୍ଭ : ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ ।

minaମୀନ : ଭ୍ରମଣ ଯୋଗ ରହିଛି । ପରିବାରରେ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.